ରିପୋର୍ଟ କାର୍ଡ / ଭଦ୍ରକ
ଧାମନଗର ଉପ ନିର୍ବାଚନ ନିମନ୍ତେ ପ୍ରାକଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ଆଜିଠାରୁ ପ୍ରାର୍ଥୀ ମାନେ ନିଜର ନାମାଙ୍କନ ପତ୍ର ଦାଖଲ କରିପାରିବେ । ନାମାଙ୍କନ ନିମନ୍ତେ ଭଦ୍ରକ ବ୍ଲକ ପରିସରରେ ବ୍ୟାରିକେଡ଼ କରାଯିବା ସହ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ସୂଚନା ଥାଉକି, ନଭେମ୍ୱର ୩ ତାରିଖରେ ଧାମନଗର ଉପନିର୍ବାଚନ । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନିର୍ବାଚନ ଅଧିକାରୀ ଭଦ୍ରକ ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ । ୧୫ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୭ ତାରିଖ ନାମାଙ୍କନ ପତ୍ର ପ୍ରତ୍ୟାହାର କରିହେବ ।






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……