Report Card Odisha

| Daily Odia News

ଭିଜିଲାନ୍ସ ଜାଲରେ ଶ୍ରମ ନିୟୋଜନ ଅଧିକାରୀ ଓ ମୁଖ୍ୟ କିରାଣୀ…..

ରିପୋର୍ଟ କାର୍ଡ / ଯାଜପୁର

ଭିଜିଲାନ୍ସ ଜାଲରେ ଶ୍ରମ ନିୟୋଜନ ଅଧିକାରୀ ଓ ମୁଖ୍ୟ କିରାଣୀ | ଯାଜପୁର ଶ୍ରମ ନିୟୋଜନ ଅଧିକାରୀ ତାପସ କୁମାର ସ୍ୱାଇଁ ଓ ମୁଖ୍ୟ କିରାଣୀ ଜିତେନ୍ଦ୍ର କୁମାର ସେଠୀ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି | ଖବର ଅନୁଯାୟୀ, ଗାଡ଼ି ଭଡ଼ା ବାବଦକୁ ଗାଡ଼ି ମାଲିକ ବିବେକାନନ୍ଦ ମାହାପାତ୍ର ଠାରୁ ୧୨, ୬୦୦ ଟଙ୍କା ଲାଞ୍ଚ ନେଉଥିଲେ ଦୁଇ ଜଣ । ଯାହାର ଗୁଇନ୍ଦା ସୂଚନା ପାଇଁ ଚଢାଉ କରିଥିଲେ ଭିଜିଲାନ୍ସ ଟିମ୍‌ । ଲାଞ୍ଚ ନେବା ସମୟରେ ଶ୍ରମ ନିୟୋଜନ ଅଧିକାରୀ ଓ ମୁଖ୍ୟ କିରାଣୀକୁ ଗିରଫ କରିଛି କଟକ ଓ ଯାଜପୁରର ଭିଜିଲାନ୍ସ ଟିମ୍ ।

 

Breaking News