ରିପୋର୍ଟ କାର୍ଡ / ଧାମନଗର
ଧାମନଗର ଉପନିର୍ବାଚନ ପାଇଁ ୩ ପ୍ରମୁଖ ଦଳ ନିଜର ପାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି | ନିର୍ବାଚନ ପାଇଁ ବିଜେପି ଓ କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଶେଷରେ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ଧାମନଗର ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ଅବନ୍ତୀ । ମିଶନ ଶକ୍ତିରେ ଅବନ୍ତୀ ଦାସଙ୍କ ବହୁଦିନର ଅଭିଜ୍ଞତା ରହିଛି । ବୁଧବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ପ୍ରାର୍ଥୀ ଘୋଷଣା କରିଛନ୍ତି ।






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……