ରିପୋର୍ଟ କାର୍ଡ / କଟକ
ବହୁର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ମାମଲାକୁ ନେଇ ରାଜ୍ୟରେ ହଇଛଇ ସୃଷ୍ଟି ହୋଇଛି | ପୋଲିସ ତଦନ୍ତରେ ଶିଥିଳତା ପରିଲକ୍ଷିତ ହେବାରୁ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏ ନେଇ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି। ପରିଷଦର ଜଗତସିଂହପୁର ଜିଲ୍ଲା ସଭାପତିଙ୍କ ପକ୍ଷରୁ ଏନେଇ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି। କମିଶନରେଟ ପୋଲିସ ଏହି ହାଇ ପ୍ରୋଫାଇଲ ସେକ୍ସ ସ୍କାଣ୍ଡାଲର ତଦନ୍ତ ଦିଗକୁ ବାଟବଣା କରୁଥିବାରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଏହାର ତଦନ୍ତ ନିର୍ଦ୍ଦେଶ ଦିଆଯିବାକୁ ଆବେଦନରେ ଉଲ୍ଲେଖ ହୋଇଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..