ରିପୋର୍ଟ କାର୍ଡ / ମୟୂରଭଞ୍ଜ
ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ | ବର୍ଷା ଦିନ ପାଇଁ ଜୁନ ୧୬ରୁ ବନ୍ଦ ରହିଥିବା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏବେ ମୌସୁମୀ ଯିବା ପରେ ରାସ୍ତା ଓ ପୋଲ କାମ ଆରମ୍ଭ ହୋଇଯାଇଛି। ନଭେମ୍ବର ୧ରୁ ପର୍ଯ୍ୟଟକମାନେ ଶିମିଳିପାଳରେ ବୁଲିବୁଲି କରିବା ସହ ଜାତୀୟ ଉଦ୍ୟାନର ସୌନ୍ଦର୍ଯ୍ୟମୟ ପରିବେଶ ମନଭରି ଉପଭୋଗ କରିପାରିବେ। ଏଥିପାଇଁ ସବୁପ୍ରକାର ପ୍ରସ୍ତୁତି ଚାଲିଛି ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୁଖ୍ୟ ବନ ସଂରକ୍ଷକ ଟି.ଅଶୋକ କୁମାର କହିଛନ୍ତି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..