Report Card Odisha

| Daily Odia News

୫ଘଣ୍ଟା ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ…..

ରିପୋର୍ଟ କାର୍ଡ / ପୁରୀ

ବୁଧବାର କାର୍ତ୍ତିକ କୃଷ୍ଣ ନବମୀ ତିଥି | ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ତେବେ ଏହି ବିଶେଷ ନୀତି ପାଇଁ ଭକ୍ତମାନେ ଅପରାହ୍ଣ ୫ଟାରୁ ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ଲୋକ ସର୍ମ୍ପକ ଅଧିକାରୀ ଜିତେନ୍ଦ୍ର ମହାନ୍ତି ଏହି ସୂଚନା ଦେଇଛନ୍ତି । ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ।

Breaking News