ରିପୋର୍ଟ କାର୍ଡ / ଭୁବନେଶ୍ଵର
ଓଡିଶା କଂଗ୍ରେସର ଗଣମାଧ୍ୟମ ଆବାହକ ଏବଂ ସାଧାରଣ ସଂପାଦକ ପଦରୁ ଇସ୍ତଫା ଦେଲେ ସତ୍ୟ ପ୍ରକାଶ ନାୟକ। ସେ ୨୦୧୭ରେ କଂଗ୍ରେସରେ ଯୋଗ ଦେଇଥିଲେ। ଦଳ ତାଙ୍କୁ ପାର୍ଟିର ଗଣମାଧ୍ୟମର ଆବାହକ ଏବଂ ସାଧାରଣ ସଂପାଦକ ପଦରେ ନିଯୁକ୍ତି ଦେଇଥିଲା। ତେବେ ଆଜି ଅଚାନକ ସତ୍ୟ ନାୟକ ପିସିସି ସଭାପତି ଶରତ ପଟ୍ଟନାୟକ ଏବଂ ଓଡିଶା କଂଗ୍ରେସ ପ୍ରଭାରୀ ଚେଲ୍ଲାକୁମାରଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି। ତାଙ୍କ ଇସ୍ତଫା କୁନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚାର ବିଷୟ ପାଲଟିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..