Report Card Odisha

| Daily Odia News

ବିସିସିଆଇର ନୂଆ ଅଧ୍ୟକ୍ଷ ହେଲେ ରୋଜର ବିନ୍ନି…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ବିସିସିଆଇର ନୂଆ ଅଧ୍ୟକ୍ଷ ହେଲେ ରୋଜର ବିନ୍ନି । ଆଜି ବସିଥିବା ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ ର ବାର୍ଷିକ ସାଧାରଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ନିର୍ଦ୍ୱନ୍ଦ୍ୱରେ ବିସିସିଆଇ ଅଧ୍ୟକ୍ଷ ଭାବେ ରୋଜର୍ ବିନ୍ନି ନିର୍ବାଚିତ ହୋଇଛନ୍ତି । ବିସିସିଆଇର ବାର୍ଷିକ ସାଧାରଣ ବୈଠକ ଆଜି ମୁମ୍ବାଇର ତାଜ ହୋଟେଲରେ ଅନୁଷ୍ଠିତ ହୋଇଥିଲା। ଏଥିରେ ବସିସିଆଇ ସଚିବ ଜୟ ଶାହ, ପୂର୍ବତନ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି, ଉପାଧ୍ୟକ୍ଷ ରାଜୀବ ଶୁକ୍ଲା, କୋଷାଧ୍ୟକ୍ଷ ଅରୁଣ ସିଂହ ଧୁମଲ ଓ ପୂର୍ବତନ ଭାରତୀୟ କ୍ରିକେଟର୍ ରୋଜର ବିନ୍ନି ସାମିଲ ହୋଇଥିଲେ।

Breaking News