ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଭୁବନେଶ୍ୱର -ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ୬୨ ଜଣ ପ୍ରାର୍ଥୀଙ୍କ ତାଲିକା ବିଜେପି ଜାରି କରିଛି । ବିଜେପି ମୁଖ୍ୟମନ୍ତ୍ରୀ ଜୟରାମ ଠାକୁରଙ୍କୁ ସିରାଜରୁ ପ୍ରାର୍ଥୀ କରିଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରେମ କୁମାର ଧୂମଲଙ୍କୁ ଟିକେଟ ଦେଇ ନାହିଁ । ସତପାଲ ସିଙ୍କୁ ଉନ୍ନା ଆସନ ଅନୀଲ ଶର୍ମାଙ୍କୁ ମଣ୍ଡି ବିଧାନସଭା ଆସନରୁ ପ୍ରାର୍ଥୀ କରିଛି । ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବା ପରି ଘଟଣା ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରେମ କୁମାର ଧୂମଲଙ୍କୁ ବିଜେପି ଟିକେଟ ଦେଇ ନାହିଁ । ସେ ସୁଜାନପୁର କିମ୍ବା ହମିରପୁରରୁ ପ୍ରାର୍ଥୀ ହେବେ ବୋଲି ଆଶା କରାଯାଉଥିଲା ।






More Stories
EV କିଣୁଥିବା ଗ୍ରାହକ ଖୁସି!…..
ଏପ୍ରିଲରୁ ନୂଆ ଆୟକର ନିୟମ…..
ଦେଶରେ ସଂସ୍କାର ଏକ୍ସପ୍ରେସ୍ ଆରମ୍ଭ…..