ରିପୋର୍ଟ କାର୍ଡ / ଭୁବନେଶ୍ୱର
ପଶ୍ଚିମବଙ୍ଗ ରୁ ଓଡିଶା ଫେରିବ ପ୍ରବାଦ ପୁରୁଷ ବିଜୁବାବୁଙ୍କ ପ୍ରିୟ ବିମାନ ଡ଼ାକୋଡା | ଭୁବନେଶ୍ୱର ବିମାନବନ୍ଦରରେ ରହିବ ବିଜୁବାବୁଙ୍କ ଡାକୋଟା ବିମାନ । ବିମାନ ବନ୍ଦରର ୧.୧ ଏକର ଜମିରେ ବିଜୁବାବୁଙ୍କ ଏହି ଡାକୋଟା ବିମାନ ରହିବା ପାଇଁ ବ୍ୟବସ୍ଥା ହେବ। ଡାକୋଟାର ପାରିପାର୍ଶ୍ୱିକ ସୌନ୍ଦର୍ଯ୍ୟକରଣ ପାଇଁ ମଧ୍ୟ ମିଳିଲା ଅନୁମତି। ଭାରତୀୟ ବିମାନ ପ୍ରାଧିକରଣ ଏହି ଅନୁମତି ପ୍ରଦାନ କରିଥିବା ଜଣାପଡିଛି । ତେବେ ଏହି ଡାକୋଟାର ରକ୍ଷଣାବେକ୍ଷଣ ଓ ସୌନ୍ଦର୍ଯ୍ୟକରଣ ରାଜ୍ୟ ସରକାର କରିବେ । ବ୍ୟବସାୟିକ କାର୍ଯ୍ୟକଳାପ କରିପାରିବେନି ରାଜ୍ୟ ସରକାର । ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର ।






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….