ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ସନ୍ଧ୍ୟା ୫ ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ ବୈଠକ | ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ହୋଇପାରେ ଆଲୋଚନା । ତେବେ ଅନେକ ପ୍ରସ୍ତାବ ଉପରେ ବି ବାଜିପାରେ ମୋହର । ବିଶେଷକରି କ୍ରୀଡା ଓ ଶିକ୍ଷା ବିଭାଗର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବା ନେଇ ଜଣାପଡିଛି |






More Stories
ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ମୁହଁ ଖୋଲିଲେ ଡିଜିପି…..
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..