ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଅରୁଣାଞ୍ଚଳ ପ୍ରଦେଶ ଉପେରସିଆଙ୍ଗ ଜିଲ୍ଲା ସିଙ୍ଗିଂ ଗାଁ ନିକଟରେ ଆଜି ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣା ସ୍ଥଳକୁ ତୁରନ୍ତ ଉଦ୍ଧାରକାରୀ ଦଳକୁ ପଠାଯାଇଛି। ଅତ୍ୟନ୍ତ ଦୁର୍ଗମ ଅଞ୍ଚଳରେ ଦୁର୍ଘଟଣା ଘଟିଥିବା ନେଇ ସୂଚନା ମିଳିଛି। ଘଟଣାସ୍ଥଳକୁ ସ୍ଥଳପଥରେ କୌଣସି ଯୋଗାଯୋଗ ନଥିବା ସେନା ପକ୍ଷରୁ କୁହାଯାଇଛି। ତେବେ ଏକ ଉଦ୍ଧାରକାରୀ ଦଳକୁ ସେଠାକୁ ପଠାଯାଇଥିବା ସେନା ପକ୍ଷରୁ କୁହାଯାଇଛି।






More Stories
ସରକାରଙ୍କୁ ଅଭିଜିତ ଦୀପକେଙ୍କ ବଡ଼ ଚ୍ୟାଲେଞ୍ଜ….
ଲକ୍ଷ ଲକ୍ଷ ନାଗରିକଙ୍କୁ ମତଦାନ ରୁ ବଞ୍ଚିତ କରିବା ବେଆଇନ…..
ଇରାନକୁ ଟ୍ରମ୍ପଙ୍କ ଚେତାବନୀ…..