ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସନକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସନକଙ୍କୁ ମୋଦୀ ଅଭିନନ୍ଦନ ଜଣାଇବା ସହିତ ଆଗାମୀ ଦିନରେ ବୈଶ୍ବିକ ସମସ୍ୟା ଓ ୨୦୩୦ ରୋଡ ମ୍ୟାପ୍କୁ କାର୍ଯ୍ୟକାରୀ ଲାଗି ସନକଙ୍କ ସହିତ ମିଳିତ ଭାବେ କାର୍ଯ୍ୟ କରିବାକୁ ଆଗ୍ରହ ପ୍ରକାଶ କରିଛନ୍ତି ।
More Stories
ପୁଣି ଆନ୍ଦୋଳନକୁ ଓହ୍ଲାଇବ CJP…..
ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ବୃଦ୍ଧି ବିଲ୍ ଗୃହୀତ…..
ହକି ଇଣ୍ଡିଆ ଡିଜିଙ୍କୁ ଜବାବ ମାଗିଲେ ଦିଲୀପ…..