ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିର ଚର୍ଚ୍ଚା ଘରୁ ଖସିଛି ପଥର ଖସିଥିବା ବେଳ ଭିତର କାଠରେ ରକ୍ତ ଛିଟା ଦେଖିବାକୁ ମିଳିଥିଲା | ଯାହାଫଳରେ ଶୁକ୍ରବାର ବିଳମ୍ବିତ ରାତିରେ ମହାପ୍ରଭୁଙ୍କର ମହାସ୍ନାନ କରାଯାଇଛି। ଯେଉଁଥିପାଇଁ ମହାପ୍ରଭୁଙ୍କୁ ପୁଣି ଥରେ ବଡ଼ସିଂହାର ବେଶ କରାଯାଇଥିଲା । ସେହିପରି ଜଗମୋହନ ବାହାର ପାର୍ଶ୍ୱ ମାଜଣା ମଣ୍ଡପ ପାଖ ଚର୍ଚ୍ଚା ଘରୁ ପଥର ଖସିଥିବା ସୂଚନା ମିଳିଛି। ଗତକାଲି ସନ୍ଧ୍ୟା ସମୟରେ ଜେଟିପି ଚର୍ଚ୍ଚାଘର ବାହାର ପାର୍ଶ୍ୱରୁ ଗୋଟିଏ ଛୋଟ ପଥର ଖସିଥିଲା। ଏନେଇ ଏଏସ୍ଆଇକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅବଗତ କରାଯାଇଥିଲା। ତେବେ ପଥରଟିର ଓଜନ କେତେ ହେବ ଏଏସ୍ଆଇକୁ ପକ୍ଷରୁ ସେନେଇ ସୂଚନା ଦିଆଯାଇ ନାହିଁ। ପଥରଟିର ଓଜନ ୨ରୁ୩ କିଲୋ ହେବ ବୋଲି ଅନୁମାନ କରାଯାଉଛି।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….