ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୪ ତାରିଖଠାରୁ ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଅଧିବେଶନରେ ୨୫ ତାରିଖ ଆର୍ଥିକ ବର୍ଷ ୨୦୨୨-୨୩ ପାଇଁ ସପ୍ଲିମେଣ୍ଟାରି ବଜେଟ ଉପସ୍ଥାପନ ହେବ। ଏନେଇ ଆଜି ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟଦିବସ ରହିଛି । ଏଥର ଶୀତ ଅଧିବେଶନରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର ସମ୍ଭାବନା ରହିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..