ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନ। ଆଉ କିଛି ସମୟ ପରେ ଭୁବନେଶ୍ୱର ୟୁନିଟ୍-୨ ଗାର୍ଲସ୍ ହାଇସ୍କୁଲ ପରିଦର୍ଶନ କରିବେ। ଯେଉଁଠି ତାଙ୍କର ଛାତ୍ରୀ ଜୀବନ କଟାଇଥିଲେ | ୧୯୭୦ରୁ ୭୪ ଯାଏ ଏଇଠି ଅଷ୍ଟମରୁ ଏକାଦଶ ପଢ଼ିଥିଲେ ଓ ହଷ୍ଟେଲରେ ରହୁଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେହିପରି ରାଷ୍ଟ୍ରପତି କୁନ୍ତଳାକୁମାରୀ ସାବତ ଛାତ୍ରୀ ନିବାସ, ଖଣ୍ଡଗିରି ସ୍ଥିତ ତପୋବନ ହାଇସ୍କୁଲ ଓ ହଷ୍ଟେଲ୍ ବୁଲି ଆଦିବାସୀ ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।






More Stories
ଛାତ୍ର ସଂସଦ ନିର୍ବାଚନ:ଖର୍ଚ୍ଚରେ ଲାଗିଲା କଟକଣା…..
ଛାତ୍ର ସଂସଦ ନିର୍ବାଚନ ତାରିଖ ଘୋଷଣା…..
ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ମଦ ଦୋକାନ…..