ରିପୋର୍ଟ କାର୍ଡ / ଭୁବନେଶ୍ୱର
ଧାମନଗର ଉପନିର୍ବାଚନରେ ବିଜେଡି କୁ ଶକ୍ତ ଝଟକା ଲାଗିଛି | ବରଗଡ଼ ଜିଲ୍ଲା ପଦ୍ମପୁର ଉପନିର୍ବାଚନପ ପାଇଁ ରାଜନୀତି ସରଗରମ ହେବାରେ ଲାଗିଛି। ବିଜେଡି ନୂଆ ରଣନୀତି ପ୍ରସ୍ତୁତ କରିଥିବା ଚର୍ଚା ହେଉଛି | ଏହା ଭିତରେ ବିଜେଡ଼ି ରାଜ୍ୟ ସମ୍ପାଦକ ନିଯୁକ୍ତି କରିଛି | ରାଜୁ ଘିବେଲା ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତି ହୋଇଛନ୍ତି | ଦଳର ରାଜ୍ୟ ସମ୍ପାଦକ ପଦ ଦେଇଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ଏନେଇ ଆଜି ବିଜେଡ଼ି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..