ରିପୋର୍ଟ କାର୍ଡ / ବରଗଡ଼
ପଦ୍ମପୁର ଉପନିର୍ବାଚନ ପାଇଁ ରାଜନୀତି ମାହୋଲ ସରଗରମ ରହିଛି | ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଗତକାଲି ପ୍ରାର୍ଥିପତ୍ର ଦାଖଲ ନ କରିବାରୁ ଅକଳରେ ପଡ଼ିଛନ୍ତି ତିନି ଦଳ। କେବେ ବିଜେଡି, ବିଜେପି ଓ କଂଗ୍ରେସ ଦଳର ପ୍ରାର୍ଥୀ ନିଜ ନିଜର ପ୍ରାର୍ଥିପତ୍ର ଦାଖଲ କରିବେ ତାକୁ ନେଇ ଚର୍ଚ୍ଚା ଲାଗିରହିଛି । ମିଳୁଥିବା ସୂଚନା ଅନୁସାରେ- ତିନି ଦଳର ପ୍ରାର୍ଥୀ ୧୭ ତାରିଖରେ ପ୍ରାର୍ଥିପତ୍ର ଦାଖଲ କରିବେ। ଏହା ଭିନ୍ନ କଥା ଯେ ବିଜେଡି ପକ୍ଷରୁ ୧୬ ତାରିଖରେ ପ୍ରାର୍ଥିପତ୍ର ଦାଖଲ କରାଯିବା ନେଇ ଘୋଷଣା ହୋଇଛି।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..