ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ଙ୍କ ଜନ୍ମ ଦିନରେ ଡି.ଏ.ଭି କଳିଙ୍ଗ ନଗରଠାରେ ଶିଶୁ ଦିବସ ଉତ୍ସବ ପାଳିତ ହୋଇଥିଲା । ଏହି ଅବସରରେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଦ୍ୱାରା ସମବେତ କଣ୍ଠ ସଂଗୀତ, ନୃତ୍ୟ ଏବଂ ହସ୍ତୀ ସୁରକ୍ଷା ସମ୍ବନ୍ଧିତ ଏକ ନାଟକ ମଞ୍ଚସ୍ଥ କରାଯାଇଥିଲା ।
More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..