Report Card Odisha

| Daily Odia News

ନିର୍ବାଚନ ଲଢ଼ିବେ ଟ୍ରମ୍ପ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି‌ଥରେ ନିର୍ବାଚନ ଲଢ଼ିବେ | ୨୦୨୪ରା ହେବାକଚ ଥିବା ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦତା କରିବେ। ଏନେଇ ମଙ୍ଗଳବାର ସରକାରୀ ଭାବେ ଘୋଷଣା କରାଯାଇଛି। ଏଥିସହ ରାଷ୍ଟ୍ରପତି ଲାଗି ବିଡ୍‌ ଦାଖଲ କରିଛନ୍ତି ଟ୍ରମ୍ପ। ଆମେରିକା ନ୍ୟୁଜ୍ ଏଜେନ୍ସ ଏଏଫପି ରିପୋର୍ଟ ଅନୁଯାୟୀ, ଆସନ୍ତା ୨୦୨୪ରେ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଭାଗ ନେବେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଏହାକୁ ମିଶାଇ ସେ ତୃତୀୟ ଥର ପାଇଁ ରାଷ୍ଟ୍ରପତି ନିର୍ବାଚନ ଲଢୁଛନ୍ତି ।

Breaking News