ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭିଜିଲାନ୍ସ ଜାଲରେ ତହସିଲ୍ ଅଫିସର ସେକ୍ସନ ଅଫିସର । ଶୁକ୍ରବାର ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଥିଲେ ବେଲପଡା ତହସିଲ୍ ଅଫିସର ସେକ୍ସନ ଅଫିସର ଯୁଗଳ ରାଉତ । ଜମି ମ୍ୟୁଟେସନ ପାଇଁ ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ । ଯୁଗଳଙ୍କ କାର୍ଯ୍ୟାଳୟ ଓ ପାଟଣାଗଡ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରୀ ରହିଛି ।
More Stories
୨୦୨୭ରୁ ନୂଆ ନିୟମ ଲାଗୁ…..
ବ୍ୟବସାୟୀଙ୍କୁ ହତ୍ୟା…..
ତେଲିଆ ଖାଦ୍ୟକୁ ‘ନା’, ସୁସ୍ଥ ଖାଦ୍ୟକୁ ‘ହଁ’……