ରିପୋର୍ଟ କାର୍ଡ / ପୁରୀ
ଆସନ୍ତାକାଲି ମାର୍ଗଶୀର-କୃଷ୍ଣ ଦଶମୀ ତିଥି | ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅନୁଷ୍ଠିତ ହେବ ପଇତାଲାଗି ନୀତି । ଏହି ସମୟରେ ୪ଘଣ୍ଟା ଯାଏଁ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଏହି ନୀତି ଅନୁଷ୍ଠିତ ହେଉଥିବାରୁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
More Stories
ବେଆଇନ ନିଯୁକ୍ତି ନେଇ ତାଗିଦ…..
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..