ରିପୋର୍ଟ କାର୍ଡ / ଭୁବନେଶ୍ୱର
ସ୍ୱାସ୍ଥ୍ୟ ସେବା ପାଇଁ ୨ ହଜାର ପଦବୀ ସୃଷ୍ଟି କରିଛନ୍ତି ରାଜ୍ୟ ସରକାର । ୩୦ ଜିଲ୍ଲା ପାଇଁ ଗ୍ରୁପ ଏ ରାଙ୍କର ୨ ହଜାର ଏଲଟିଆରଏମଓ ପଦବୀ ସୃଷ୍ଟି ହୋଇଛି । ଏଲଟିଆରଏମଓ ଅର୍ଥ ହେଉଛି ଲିଭ୍ ଟ୍ରେନିଂ ରିଜର୍ଭ ମେଡିକାଲ ଅଫିସର ପଦବୀ ସୃଷ୍ଟି ହୋଇଛି । ସୂଚନା ଅନୁସାରେ, ୩୦ ଜିଲ୍ଲା ହସ୍ପିଟାଲରେ ୧୫୦୦, ଆରଜିଏଚରେ ୨୦ଟି ପଦବୀ, ୩୨ ସବଡିଭିଜନାଲ ହସ୍ପିଟାଲରେ ଆଉ ୪୮୦ଟି ପଦବୀ ସୃଷ୍ଟି ହୋଇଛି ।






More Stories
ଭୁବନେଶ୍ୱର କୋର୍ଟକୁ ବୋମା ଧମକ…..
ଝଡ଼ବର୍ଷା ସମ୍ଭାବନା !ୟେଲୋ ଓ୍ବାର୍ନିଂ ଜାରି…..
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ହିଁ ଏକମାତ୍ର ସମାଧାନ…..