ରିପୋର୍ଟ କାର୍ଡ / ନୂଆଦିଲ୍ଲୀ /ଭୁବନେଶ୍ୱର
ଯାଜପୁର ଜିଲ୍ଲା କୋରେଇରେ ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ଲାଗି ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରାଯାଇଛି। ମୃତକଙ୍କ ପରିବାର କିମ୍ବା ନିକଟତମ ସଂପର୍କୀୟଙ୍କୁ ରେଳ ବିଭାଗ ୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛି। ଏଥିସହ ଗୁରୁତର ଆହତଙ୍କୁ ୧ ଲକ୍ଷ ଟଙ୍କା ଓ ସାମାନ୍ୟ ଆହତ ହୋଇଥିବା ଲୋକଙ୍କୁ ୨୫ ହଜାର ଟଙ୍କାର ଆର୍ଥିକ ସହାୟତା ଦେବାକୁ କହିଛି ରେଳ ବିଭାଗ । ଏପଟେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ୨ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି |






More Stories
ତିରିଂ ଅଞ୍ଚଳରେ ଡବଲ ମର୍ଡର ……
ଓଡିଶା ଆସିବେ ନୀତିନ ନବୀନ…..
ଓଡଗାଁ ହତ୍ୟା ଘଟଣାରେ ୪ ଗିରଫ……