ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଯାଜପୁର କୋରେଇରେ ଟ୍ରେନ ଦୁର୍ଘଟଣା ଘଟି୩ ଜଣଙ୍କ ମୃତ୍ୟୁ ହୋଇଛି । ତେବେ ରେଲୱେ ପକ୍ଷରୁ ଜରୁରୀକାଳୀନ ସହାୟତା ନମ୍ବର ଜାରି କରାଯାଇଛି । କୋରେଇ ଷ୍ଟେସନ ସହାୟତା ନମ୍ବର – ୮୪୫୫୮୮୯୯୦୫
ଖୋର୍ଦ୍ଧା ରୋଡ୍ କଣ୍ଟ୍ରୋଲ ରୁମ୍ ନମ୍ବର ୦୬୭୪-୨୪୯୨୨୪୫,ଭୁବନେଶ୍ୱର ସହାୟତା ନମ୍ବର ୦୬୭୪- ୨୫୩୪୦୨୦
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..