ରିପୋର୍ଟ କାର୍ଡ / ଯାଜପୁର
କୋରେଇ ଷ୍ଟେସନରେ ଟ୍ରେନ୍ ଚଳାଚଳ ଆଂଶିକ ସ୍ୱାଭାବିକ ହୋଇଛି। ଗତକାଲି ରାତି ୧୦ଟାରୁ ବିଚ୍ଛିନ୍ନ ହୋଇଥିବା ବିଦ୍ୟୁତ୍ ସରବରାହକୁ ଅସ୍ଥାୟୀ ଭାବେ ମରାମତି କରାଯାଇ ଡାଉନ୍ ଲାଇନ୍ରେ ରେଳ ଚଳାଚଳ କରିଛି। ଆଜି ଅନ୍ୟ ଲାଇନରେ ଟ୍ରେନ୍ ଚଳାଚଳ କରିବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ସୋମବାର କୋରେଇ ରେଳଷ୍ଟେସନରେ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ଘଟିଥିଲା | ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଥିଲେ।






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….