ରିପୋର୍ଟ କାର୍ଡ / ଭୁବନେଶ୍ୱର
ବହୁ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା ଆଜି ପୁଣି ଇଡିରେ ହାଜର ହୋଇଛନ୍ତି। ଅର୍ଚ୍ଚନା ନାଗ ମାମଲାରେ ଇଡି ଆଜି ଅନେକ ପ୍ରଶ୍ନ କରିବ । ଏହା ପୂର୍ବରୁ ଶ୍ରଦ୍ଧାଞ୍ଜଳିଙ୍କୁ ପଚରାଉଚରା କରିସାରିଛି ଇଡି। ଗତ ବୁଧବାର ଶ୍ରଦ୍ଧାଞ୍ଜଳିଙ୍କୁ ୧୪ ଘଣ୍ଟା ଧରି ଜେରା କରିଥିଲା । ଇଡି ଆଗରେ ଶ୍ରଦ୍ଧାଞ୍ଜଳି ଅନେକ ଗୁମର ଖୋଲିଥିବା ବେଳେ କିଛି ପ୍ରଭାବଶାଳୀ ବ୍ୟକ୍ତିଙ୍କ ନାଁ କହିଥିବା ସୂଚନା ମିଳିଛି|






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….