ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ବିତୀୟ ଦିନରେ ଆରମ୍ଭରୁ ହଟ୍ଟଗୋଳ ହୋଇଥିଲା | ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ବିଜେପି ଓ କଂଗ୍ରେସ ବିଧାୟକମାନେ ବାଚସ୍ପତିଙ୍କ ପୋଡିୟମ ଆଗରେ ନାରାବାଜି ଦେବା ସହ ଗୃହକାର୍ଯ୍ୟ କରାଇ ଦେଇ ନଥିଲେ। ଗୃହ ପ୍ରଥମେ ୧୧ ଟା ୩୦ ପର୍ଯ୍ୟନ୍ତ ମୁଲତବୀ ରହିଥିଲେ ବାଚସ୍ପତି ବିକ୍ରମ କେଶରୀ ଆରୁଖ | ପରେ ଗୃହ କୁ ଅପରାହ୍ନ ୪ଟା ଯାଏ ମୁଲତବୀ କରାଯାଇଥିଲା | ବାଚସ୍ପତି ଡାକିଥିବା ସର୍ବଦଳୀୟ ବୈଠକ ବି ଫେଲ ମାରିଛି | ବିଧାନସଭା କୁ ଆସନ୍ତାକାଲି ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି |






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..