ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଓଡିଶା ଗସ୍ତରେ ଆସୁଛନ୍ତି ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ | ଏହି ସମୟରେ ଓଡିଶା ନିର୍ମାଣ କନକ୍ଲେଭ-୨୨ ରେ ଯୋଗଦେବେ। ଶ୍ରୀ ବୈଷ୍ଣବ ମଧ୍ୟ ପୂର୍ବ ତଟ ରେଳପଥ ମୁଖ୍ୟାଳୟ ରେଳ ସଦନ, ଚନ୍ଦ୍ରଶେଖରପୁର ଠାରେ ରେଳପଥ ଅଧିକାରୀଙ୍କ ସହ ଓଡ଼ିଶାରେ ଚାଲୁ ରହିଥିବା ରେଳ ପ୍ରକଳ୍ପ ଏବଂ ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟ ଗୁଡିକର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।






More Stories
ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ…..
ଷ୍ଟାଡିୟମ ଭିତରକୁ ପାଣି ବୋତଲ, କଏନ,କଲମ ମନା…..
ଲଘୁ ଖଣିଜରୁ ସଂଗୃହୀତ ପାଣ୍ଠି ସେହି ଜିଲ୍ଲାରେ ଖର୍ଚ୍ଚ କରାଯିବ……