ରିପୋର୍ଟ କାର୍ଡ / ଭୁବନେଶ୍ବର
ବିଧାନସଭା ଶୀତକାଳୀନ ଅଧିବେଶନର ଚତୁର୍ଥ ଦିନରେ ପହଂଚିଛି । ଆଜି ଗୃହ ଆରମ୍ଭରୁ ବିଜେପି ଓ କଂଗ୍ରେସ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ ଉଠାଇ ଶାସକ ବିଜେଡିକୁ ଘେରିଥିଲେ । ବାଚସ୍ପତି ଙ୍କ ପୋଡିୟମ ତଳେ ବିରୋଧୀ ନାରାବାଜି କରିଥିଲେ | ଏଭଳି ସ୍ଥିତି କୁ ଦେଖି ୧୧.୩୦ ଯାଏଁ ଗୁହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ।
More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..