ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭା ଶୀତକାଳୀନ ଅଧିଵେଶନ ପଞ୍ଚମ ଦିନରେ ବି ଚାଲିପାରିଲାଣି ପ୍ରଶ୍ନ କାଳ | ଆଜି ବି ଶିକ୍ଷକଙ୍କ ପ୍ରସଙ୍ଗ ଉଠାଇ ବିରୋଧୀ ବିଜେପି ଏବଂ କଂଗ୍ରେସ ସଦସ୍ୟମାନେ ଗୃହରେ ପ୍ରବଳ ହଟ୍ଟଗୋଳ ଓ ନାରାବାଜି କରିଥିଲେ | ଏହାକୁ ଦୃଷ୍ଟିରେ ରଖି ବାଚସ୍ପତି ୧୧ ଟା ୩୦ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି |
More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….