ରିପୋର୍ଟ କାର୍ଡ / ଯାଜପୁର
ଭିଜିଲାନ୍ସ ଜାଲରେ ଅତିରିକ୍ତ ଶିକ୍ଷା ଅଧିକାରୀ | ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକର ଅତିରିକ୍ତ ଶିକ୍ଷା ଅଧିକାରୀ ଅମିୟ ଦାଶ ଜଣେ ଶିକ୍ଷକଙ୍କ ନିକଟରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି | ଶିକ୍ଷକଙ୍କ ବକେୟା ଦରମା କରାଇଦେବାକୁ କହି ଅମୀୟ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ପରେ ଭିଜିଲାନ୍ସ ପକ୍ଷରୁ ଅମିୟଙ୍କ ପୈତୃକ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..