ରିପୋର୍ଟ କାର୍ଡ / ଜଗତସିଂହପୁର
ଦୁଇ ଦୁଷ୍କର୍ମକାରୀଙ୍କୁ ଫାଶି ଦଣ୍ଡାଦେଶ ଶୁଣାଣି ହୋଇଛି । ଏକ ଦୁଷ୍କର୍ମ ମାମଲାର ବିଚାର କରି ଜଗତସିଂହପୁର ଜିଲ୍ଲା ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ରାୟ ଶୁଣାଇଛନ୍ତି। ଏହି ମାମଲାରେ ୪ ଜଣ ଅଭିଯୁକ୍ତ ଯଡ଼ିତ ଥିଲେ। ସେମାନଙ୍କ ମଧ୍ୟରେ ୨ ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡରେ ଦଣ୍ଡିତ କରାଯାଇଥିବା ବେଳେ ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ଅଦାଲତ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..