ରିପୋର୍ଟ କାର୍ଡ / ପୁରୀ
ଆଜି ମାର୍ଗଶିର ଶୁକ୍ଳ ସପ୍ତମୀ ତିଥି ବୁଧବାର | ଶ୍ରୀମନ୍ଦିର ମହାପ୍ରଭୁଙ୍କର ବନକଲାଗି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ପରେ ଭିତରୁ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ଭିତରେ ପ୍ରବେଶ କରିବେ। ବିଭିନ୍ନ ପ୍ରାକୃତିକ ରଙ୍ଗରେ ସେମାନେ ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର କରିବେ। ବନକଲାଗି ଶେଷ ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ଏହାପରେ ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ବଡ଼ ସିଂହାର ବେଶ, ବଡ଼ ସିଂହାର ଭୋଗ ଏବଂ ରାତ୍ର ପହୁଡ଼ କରାଯିବ।






More Stories
ଶିମିଳିପାଳରେ ହେବ ହେଲିପ୍ୟାଡ୍…..
ରାଜ୍ୟରେ ବଢିଛି ମୁଣ୍ଡପିଛା ଆୟ…..
ଲଘୁଚାପ କ୍ଷେତ୍ର ସକ୍ରିୟ…..