ରିପୋର୍ଟ କାର୍ଡ / କଟକ
ଆଉ ମାସେ ବଢ଼ିଲା ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଅବଧି | ହାଇକୋର୍ଟରେ ଚାଲିଥିବା ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ମାମଲାର ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର । ୧,୨,୩,୪ ନମ୍ବର ପାଇଁ ଆଉ ମାସେ ସମୟସୀମା ବୃଦ୍ଧି କରାଯାଇଛି । ଡିସେମ୍ବର ୩୧ ଯାଏଁ ସମୟ ବୃଦ୍ଧି ନେଇ ସତ୍ୟପାଠରେ ଉଲ୍ଲେଖ କରାଯାଇଛି । ବୁକିଂ ହୋଇଥିଲେ କୌଣସି କାର୍ଯ୍ୟାନୁଷ୍ଠାନ ହେବନି ବୋଲି କୁହାଯାଇଛି ।






More Stories
ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ବଡ ତ୍ରୁଟି; ବହିରେ ୧୬୭୮ଟି ଭୁଲ ଚିହ୍ନଟ…..
ଚେମେଲୀଙ୍କୁ ୭୦ ଲକ୍ଷ ଟଙ୍କା….
ଜରୁରୀ ସେବାକୁ ଇନ୍ଧନ ମନା କଲେ ଜେଲ୍…..