Report Card Odisha

| Daily Odia News

୯ ରୁ ମାଟ୍ରିକ ସମ୍ମେଟିଭ-୧ ଖାତା ଦେଖା ଆରମ୍ଭ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଶେଷ ହେଲା ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା । ଡିସେମ୍ବର ୯ରୁ ଆରମ୍ଭ ହେବ ଖାତା ଦେଖା । ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖିବେ ୧୨ ହଜାର ୪୫୦ ଶିକ୍ଷକ। ସକାଳ ୯ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖାତା ଦେଖା ହେବ । ୧୦ ଦିନରେ ଖାତା ଦେଖା ସାରିବା ଲକ୍ଷ୍ୟ ରଖା ଯାଇଛି | ଏନେଇ ଆଜି ସୂଚନା ଦେଇଛନ୍ତି ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି।

Breaking News