ରିପୋର୍ଟ କାର୍ଡ / ପୁରୀ
ବାରମ୍ୱାର ପୁରୀ ଶ୍ରୀମନ୍ଦିର ଫୋଟୋ ଭିଡିଓ ଭାଇରଲ ହେଉଛି | ପୁଣି ସାମ୍ନାକୁ ଆସିଛି କି ପୁରୀ ଶ୍ରୀମନ୍ଦିର ଉପରେ ଡ୍ରୋନ୍ କ୍ୟାମେରା ଉଡ଼ା ଯାଇଛି । ୟୁଟ୍ୟୁବରେ ଭାଇରାଲ ହୋଇଛି ଡ୍ରୋନରେ ନିଆଯାଇଥିବା ଶ୍ରୀମନ୍ଦିର ଭିଡିଓ । ଜଣେ ବଙ୍ଗୀୟ ୟୁଟ୍ୟୁବର ନିଜ ୟୁଟ୍ୟୁବରେ ଭିଡିଓ ଅପଲୋଡ଼ କରି ଭାଇରାଲ୍ କରିଛନ୍ତି । ୟୁନିଫାଏଡ୍ ନାମକ ଏକ ୟୁଟ୍ୟୁବ ଚ୍ୟାନେଲରେ ଏହି ଭିଡିଓ ଅପଲୋଡ଼ କରାଯାଇଛି । ଭିଡିଓର ପ୍ରତି ଆଙ୍ଗେଲ୍ ପିଛା ୨୦ ହଜାର ଟଙ୍କା ସମ୍ପୃକ୍ତ ୟୁଟ୍ୟୁବର ଦାବି କରୁଥିବା ନେଇ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଛି ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..