ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭାରତକୁ ଜି-୨୦ ଅଧ୍ୟକ୍ଷ ପଦ ମିଳିବା ପରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପୂର୍ବ ବୈଠକ ରାଷ୍ଟ୍ରପତି ଭବନରେ ହେବ। ଦେଶର ସବୁ ଦଳର ମୁଖ୍ୟ ଏହି ବୈଠକ ରେ ଯୋଗ ଦେବେ । ଦେଶର ସବୁ ରାଜନୈତିକ ଦଳ କୁ କେନ୍ଦ୍ର ସରକାରଙ୍କ ଆମନ୍ତ୍ରିତ କରିଛନ୍ତି । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ସମେତ ବିଜେପି ସଭାପତି ଜେପି ନାଡ୍ଡା, କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖର୍ଗ, ତୃଣମୂଳ କଂଗ୍ରେସ ସଭାପତି ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଡିଏମକେ ସଭାପତି ତଥା ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ, ତେଲୁଗୁ ଦେଶମ ଦଳର ସଭାପତି ଚନ୍ଦ୍ରବାବୁ ନାଇଡୁ ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଏହି ସଭାରେ ଯୋଗଦେବେ ।






More Stories
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….
୧୦ରେ ରାଜ୍ୟ କ୍ୟାବିନେଟ୍…..