ରିପୋର୍ଟ କାର୍ଡ / କେନ୍ଦୁଝର
ଓଲଟି ପଡିଛି ଯାତ୍ରୀବାହୀ ବସ୍ | ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି | ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଥାନା ଅନ୍ତର୍ଗତ କୁଆଁର ନିକଟରେ | ଏକ ଯାତ୍ରୀବାହୀ ବସ୍ କାମାକ୍ଷାନଗରରୁ ଯାତ୍ରୀମାନଙ୍କୁ ନେଇ କେନ୍ଦୁଝର ଅଭିମୁଖେ ଆସୁଥିଲା। ଏହି ସମୟରେ କୁଆଁର ନିକଟରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୧୦ଜଣ ଯାତ୍ରୀ ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ କେନ୍ଦୁଝର ସ୍ଥାନାନ୍ତର କରାଯାଇଛି।






More Stories
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….
୧୦ରେ ରାଜ୍ୟ କ୍ୟାବିନେଟ୍…..