ରିପୋର୍ଟ କାର୍ଡ / ଭୁବନେଶ୍ଵର
ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀ | ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଖୋର୍ଦ୍ଧା ଭିଜିଲାନ୍ସ ନିର୍ବାହୀ ଯନ୍ତ୍ରୀ ମାନସ ରଞ୍ଜନ ଦାସଙ୍କ ସରକାରୀ ଅଫିସରେ ଚଢ଼ାଉ କରୁଛି | ଅପ୍ରାପ୍ୟ ଟଙ୍କାକୁ କିପରି ଠୁଳ କଲେ ସେନେଇ ତଦନ୍ତ ଜାରି ରହିଛି ।
More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….