ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁରେ ଏତଲା । ସୁନା ଦୋକାନରେ ଚାକିରୀ କରାଇଦେବା ନାଁରେ ଠକେଇ ଅଭିଯୋଗ ହୋଇଛି । ଭୁବନେଶ୍ୱର ସହିଦ ନଗର ଥାନାରେ ଏନେଇ ମାମଲା ରୁଜୁ ହୋଇଛି । ଖବର ଅନୁଯାୟୀ, ଭୁବନେଶ୍ୱର ସତ୍ୟନଗର ଅଞ୍ଚଳରେ କଲ୍ୟାଣୀ ନାୟକ ନାମକ ଜଣେ ମହିଳା ଥାନାରେ ଏତଲା ଦାୟର କରିଛନ୍ତି । ତାଙ୍କ ଏତଲା ଅନୁସାରେ, ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ସୁନା ଦୋକାନାରେ ଚାକିରୀ କରେଇଦେବା ନାଁରେ ଠକେଇ କରିଛନ୍ତି । ୩୦ ହଜାର ଟଙ୍କା ଠକେଇ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ସହିଦ ନଗର ଥାନାରେ ମାମଲା ରୁଜୁ ପରେ ତଦନ୍ତ ଆରମ୍ଭ କରିଛି ପୋଲିସ ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..