ରିପୋର୍ଟ କାର୍ଡ / ପଦ୍ମପୁର
ପଦ୍ମପୁର ଉପନିର୍ବାଚନରେ ଆଜି ଭୋଟ୍ ଗଣତି ଜାରିରହିଛି | ମିଳିଥିବା ରିପୋର୍ଟ ଅନୁସାରେ ୩ୟ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ୧୫୯୧୬ ଖଣ୍ଡ ଭୋଟ ପାଇ ଆଗୁଆ ରହିଛନ୍ତି | ବିଜେପି ପ୍ରାର୍ଥୀ ପ୍ରଦୀପ ପରୋହିତ ୧୦୧୫୦ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସ ପ୍ରାର୍ଥୀ ସତ୍ୟ ଭୂଷଣ ସାହୁ ଙ୍କୁ ୪୭୪ ଖଣ୍ଡ ଭୋଟ ମିଳିଛି | ମୋଟ ୨୩ ରାଉଣ୍ଡ ଗଣତି ହେବାକୁ ଥିବା ବେଳେ ୩ୟ ରାଉଣ୍ଡ ଗଣତି ଶେଷ ହୋଇଛି। ବାକି ୨୦ ରାଉଣ୍ଡ ଉପରେ ରହିଛି ଜନତାଙ୍କ ନଜର |






More Stories
୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ…..
ସଞ୍ଜୀବ ପଣ୍ଡା,ଯଶୋବନ୍ତ ଜେଠୱାଙ୍କୁ ପଦୋନ୍ନତି…..
ରାଜ୍ୟଗୋଷ୍ଠୀ କ୍ରୀଡା ଚାମ୍ପିୟନମାନଙ୍କୁ ଭେଟିଥିଲେ ମୋଦି…..