ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଫଗାନିସ୍ତାନରେ ଭୂକମ୍ପ ଝଟକା ଅନୁଭବ ହୋଇଛି। ବିଳମ୍ବିତ ରାତିରେ ଏହି ଭୂକମ୍ପ ଅନୁଭବ ହୋଇଥିଲା | ଏହାର ତିବ୍ରତା ୪.୨ ରେକର୍ଡ କରାଯାଇଛି। ଭୂକମ୍ପର କେନ୍ଦ୍ର ଭୂମି ଠାରୁ ୨୬୭ କିମି ଗଭୀର ବୋଲି ଏନସିଏସ ପକ୍ଷରୁ ସୂଚନା ମିଳିଛି। ତେବେ ଏଥିରେ କୌଣସି ଧନଜୀବନ ହାନୀ ହୋଇ ନାହିଁ ବୋଲି ଜଣାପଡିଛି।
More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..