ରିପୋର୍ଟ କାର୍ଡ / ଦେବଗଡ଼
ଦେବଗଡ଼ ଜିଲ୍ଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ଏକ ମାଈ ହାତୀର ମୃତଦେହ ଉଦ୍ଧାର ହୋଇଛି | ଆଜି ସକାଳେ ମାଈ ହାତୀ ମୃତଦେହ କମଳା ବଗିଚାରେ ପଡ଼ିଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ବନ ବିଭାଗକୁ ଖବର ଦେଇଥିଲେ। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।
More Stories
ପୀତବାସ ହତ୍ୟା ମାମଲାର: ଡାକ୍ତରଙ୍କ ମୋବାଇଲ ଫୋନ ଜବତ…..
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….