ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପିଲାଙ୍କୁ ସ୍କୁଲରୁ ନେଇ ଯାଉଥିବା ଅଟୋ ଦୁର୍ଘଟଣା ହୋଇଛି। ଏକ ପିକ୍ଅପ୍ ଭ୍ୟାନ୍ ସହ ଅଟୋ ମୁହାଁମୁହିଁ ଧକ୍କା ହେବାରୁ ୫ଜଣ ଛାତ୍ର ଆହତ ହୋଇଛନ୍ତି। ଏପରି ଦୁର୍ଘଟଣା ଘଟିଛ ନୟାଗଡ଼ ଜିଲ୍ଲା ଦଶପଲ୍ଲା ନିକଟ ଅନ୍ଧାରକୋଟ ଛକ ନିକଟରେ। ଆହତ ଛାତ୍ରମାନଙ୍କ ମଧ୍ୟରୁ ଜଣେ ଛାତ୍ରଙ୍କ ଅବସ୍ଥା ଗୁରୁତର ରହିଥିବା ବେଳେ ତାଙ୍କ ଗୋଡ଼ ଭାଙ୍ଗି ଯାଇଛି। ତାଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟ ଛାତ୍ରଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି |






More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..