ରିପୋର୍ଟ କାର୍ଡ / ଭୁବନେଶ୍ୱର
ଇଡ଼ିକଲ ଡେପୁଟି ମ୍ୟାନେଜର ଏହି ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଯାଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଇଡକଲ୍ ଅମ୍ପାଭାଲି ଲାଇମ୍ ଷ୍ଟୋନ ମାଇନ୍ସ ଡେପୁଟି ମ୍ୟାନେଜର ଗୟା ସାଁନ୍ତରା ଘରେ ଏବଂ ତାଙ୍କ ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଏହି ରେଡ କରିଥିବା ଜଣାପଡିଛି । ତେବେ ବାସଭବନ ଏବଂ ଅଫିସ ସମେତ ମୋଟ ୭ ଟି ସ୍ଥାନରେ ଏକକାଳୀନ ଚଢାଉ ଜାରୀ ରହିଛି । ଭୁବନେଶ୍ୱର , କୋରାପୁଟ, ରାୟଗଡାରେ ଭିଜିଲାନ୍ସ ତରଫରୁ ଚଢାଉ କରାଯାଇଛି






More Stories
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….
ଓଏଏସ୍ ସ୍ତରରେ ଅଦଳ ବଦଳ…..
ସ୍ୱତନ୍ତ୍ର ଟ୍ରେନରେ ରାଷ୍ଟ୍ରପତି ଙ୍କ ବ୍ରହ୍ମପୁର ଗସ୍ତ…..