ରିପୋର୍ଟ କାର୍ଡ / ଭୁବନେଶ୍ୱର
ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଛନ୍ତି । କଣ୍ଟାବାଜି ମେଡିକାଲରେ ତାଙ୍କୁ ମୃତ ଘୋଷଣା କରାଯାଇଛି । ଆଜି ସକାଳୁ ଜେଲ ଭିତରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି | ଗୋବିନ୍ଦ ସାହୁ ଆଜି ଜେଏମଏଫସି କୋର୍ଟରେ ହାଜର ହୋଇଥାଆନ୍ତେ | ସୂଚନାମୁତାବକ ବହୁଚର୍ଚ୍ଚିତ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ କଣ୍ଟାବାଞ୍ଜି ଜେଲକୁ ପଠାଇ ଦିଆଯାଇଥିଲା ।






More Stories
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….
ଓଏଏସ୍ ସ୍ତରରେ ଅଦଳ ବଦଳ…..
ସ୍ୱତନ୍ତ୍ର ଟ୍ରେନରେ ରାଷ୍ଟ୍ରପତି ଙ୍କ ବ୍ରହ୍ମପୁର ଗସ୍ତ…..