ରିପୋର୍ଟ କାର୍ଡ / ମୋହନା
ଗଜପତି ଜିଲ୍ଲାରେ ମୃଦୁ ଭୂକମ୍ପ ଅନଭୂତ ହୋଇଛି। ମୋହନା, ଆର୍. ଉଦୟଗିରିର ବିଭିନ୍ନ ଅଞ୍ଚଳରେ ଆଜି ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୪ ରେକର୍ଡ କରାଯାଇଛି। ଭୂପୃଷ୍ଠଠୁ ୫ କିମି ଗଭୀରରେ ଥିଲା ଭୂକମ୍ପର କେନ୍ଦ୍ରସ୍ଥଳ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..