ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱର ତମାଣ୍ଡୋ ଥାନା ସମ୍ମୁଖରେ ମୋ ବସରେ ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ବସ୍ରେ କିପରି ନିଆଁ ଲାଗିଲା, ତାହା ଅସ୍ପଷ୍ଟ ରହିଛି। ବସ୍ଟି ତମାଣ୍ଡୋରୁ ଯାତ୍ରୀମାନଙ୍କୁ ନେଇ ଖୋର୍ଦ୍ଧା ଅଭିମୁଖେ ଯାଉଥିଲା। ତମାଣ୍ଡୋ ଥାନା ସମ୍ମୁଖରେ ବସ୍ରେ ନିଆଁ ଲାଗିଯାଇଥିବା ଜଣାପଡ଼ିଥିଲା। ଧୂଆଁ ଦେଖି ସବୁ ଯାତ୍ରୀଙ୍କ ସହିତ ବସ୍ ଡ୍ରାଇଭର ଓ କଣ୍ଡକ୍ଟର ଓହ୍ଳାଇ ଯାଇଥିଲେ। ପରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।






More Stories
ପୀତବାସ ହତ୍ୟା ମାମଲାର: ଡାକ୍ତରଙ୍କ ମୋବାଇଲ ଫୋନ ଜବତ…..
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….