ରିପୋର୍ଟ କାର୍ଡ / ବରଗଡ଼
ଆସନ୍ତା ୨୭ ତାରିଖରେ ବରଗଡ଼ ଧନୁଯାତ୍ରା। ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ କଳାକାର ମାନେ ଦିନରାତି ଏକ କରିଦେଇ ରିହର୍ସାଲ କରୁଛନ୍ତି। ରିହର୍ସାଲର ଅନ୍ତିମ ପର୍ଯ୍ୟାୟରେ କୃଷ୍ଣ ବଳରାମଙ୍କ ସହ ମହାରାଜ କଂସଙ୍କ ଯୁଦ୍ଧ ଓ କଂସ ବଧର ଅଭ୍ୟାସ ହୋଇଥିଲା। ଚଳିତ ବର୍ଷ ବରଗଡ଼ ଧନୁଯାତ୍ରା ୭୦ ବର୍ଷରେ ପାଦଥାପିଛି।
More Stories
ବଙ୍ଗାଳୀ ଶ୍ରମିକଙ୍କୁ ହତ୍ୟା ,୬ ଗିରଫ…..
ଅଭିଯୁକ୍ତର ଘର ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ…..
କାର୍କୁ ଘୋଷାଡ଼ି ନେଲା ଟ୍ରକ…..